ଜୁନ୍‌ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଲକ୍‌ଡାଉନ୍‌

ଗଞ୍ଜାମ: ଆଜିଠାରୁ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବ୍ରିଜେଶ କୁମାର ରାଏ ଏହି ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ମୁକାବିଲା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଜୁନ୍‌ ୧୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍ ଜାରି‌ ରହିବ। ଏହି ଲକ୍‌ଡାଉନ୍‌ … Continue reading ଜୁନ୍‌ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଲକ୍‌ଡାଉନ୍‌