ଭୁବନେଶ୍ୱରରୁ ଆଜି ଚିହ୍ନଟ ୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମେଡିକାଲ୍ ଅଫିସର୍

ଭୁବନେଶ୍ୱର: ଗତକାଲି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ପୁଣି ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇଲେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨ରେ ପହଞ୍ଚିଛି। ସେ ମଧ୍ୟରୁ ୫୪ ଜଣ ସକ୍ରିୟ ଆକ୍ରାନ୍ତ ବୋଲି ସୂଚନା ରହିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ପୁରୁଷ ହୋଇଥିବା … Continue reading ଭୁବନେଶ୍ୱରରୁ ଆଜି ଚିହ୍ନଟ ୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମେଡିକାଲ୍ ଅଫିସର୍