ପୁଣି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୬ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି … Continue reading ପୁଣି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି