ଯେକୌଣସି ସ୍ଥିତିର ମୁକାବିଲା କରିବାକୁ ସେନା ପ୍ରସ୍ତୁତ : ସର୍ବଦଳୀୟ ବୈଠକରେ ରାଜନାଥଙ୍କ ବୟାନ

ନୂଆଦିଲ୍ଲୀ : ଭାରତ ଓ ଚୀନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବର୍ତ୍ତମାନର ସ୍ଥିତି ସଂପର୍କରେ ରାଜନୈତିକ ନେତାମାନଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ସ୍ଥିତିର ମୁକାବିଲା କରିବା ପାଇଁ ସେନା ପ୍ରସ୍ତୁତ ରହିଛି। ଏହି ବୈଠକରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି କହିଛନ୍ତି ଯେ ସୀମାରେ … Continue reading ଯେକୌଣସି ସ୍ଥିତିର ମୁକାବିଲା କରିବାକୁ ସେନା ପ୍ରସ୍ତୁତ : ସର୍ବଦଳୀୟ ବୈଠକରେ ରାଜନାଥଙ୍କ ବୟାନ