ଭୁବନେଶ୍ୱର ମହାନଗରରେ ଆଉ ୧୯ କରୋନା ପଜିଟିଭ ଚିହ୍ନଟ

ଡୁମଡୁମା ସୁବାସ ନଗର ବସ୍ତିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ବିଏମସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୪ ଜଣ ଗୃହ ସଙ୍ଗରୋଧରେ ଥିଲେ ବୋଲି ଏଥିରେ କୁହାଯାଇଛି। ଏମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏମାନଙ୍କ ଭିତରେ ଏକ ଘରୋଇ ହସ୍ପିଟାଲର ୩ ମହିଳା … Continue reading ଭୁବନେଶ୍ୱର ମହାନଗରରେ ଆଉ ୧୯ କରୋନା ପଜିଟିଭ ଚିହ୍ନଟ