ତେଜୁଛି ଚୀନ୍‌ ସାମଗ୍ରୀ ବର୍ଜନ ଦାବି

କୋଲକାତା: ସୀମାରେ ଭାରତୀୟ ସେନା ଉ‌ପରେ ଚୀନ୍‌ ସେନାର ଆକ୍ରମଣ ପ୍ରତିବାଦରେ ସମଗ୍ର ଦେଶରେ ଚାଇନା ସାମଗ୍ରୀ ବର୍ଜନ ଦାବିରେ ବିକ୍ଷୋଭ ଆରମ୍ଭ ହୋଇଛି। ଗୁରୁବାରଠାରୁ ପଶ୍ଚିମବଂଗର ବିଭିନ୍ନ ଅଞ୍ଚଳରେ ବିଭିନ୍ନ ରାଜନୈତିକ ଦଳ, ସ୍ବେଚ୍ଛାସେବୀ ସଂଗଠନ ସାଧାରଣ ଜନତା ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ସାମାଜିକ ଦୂରତ୍ବ ରକ୍ଷା ପୂର୍ବକ ଶହଶହ ଜନତା ରାଜରାସ୍ତାକୁ ଓହ୍ଲାଇଛନ୍ତି। ବିକ୍ଷୋଭକାରୀମାନେ ଚାଇନା ସାମଗ୍ରୀ, ପତାକା ଏବଂ ରାଷ୍ଟ୍ରପତିଙ୍କ ପୋଷ୍ଟର ଭଙ୍ଗାରୁଜା କରିବା … Continue reading ତେଜୁଛି ଚୀନ୍‌ ସାମଗ୍ରୀ ବର୍ଜନ ଦାବି