୬ଟି ରାଜ୍ୟର ୧୧୬ ଜିଲ୍ଲା ପାଇଁ ୫୦ ହଜାର କୋଟି ଟଙ୍କାର ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: କରୋନାଭାଇରସ୍ ମହାମାରୀ ସମୟରେ ଘରକୁ ବାହୁଡ଼ିଥିବା ପ୍ରବାସୀ ଶ୍ରମଜୀବୀଙ୍କ କର୍ମସଂସ୍ଥାନ ସୃଷ୍ଟି ପାଇଁ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶାଳ ଜନ କର୍ମ ଯୋଜନା ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ ଆରମ୍ଭ କରିଛନ୍ତି। ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀଙ୍କ ଉପସ୍ଥିତିରେ ଭିଡିଓ କନ୍‌ଫରେନ୍‌ସିଙ୍ଗ୍ ଜରିଆରେ ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଖଗାରିଆ ଜିଲ୍ଲା ଅନ୍ତର୍ଗତ ତେଲିହର ଗାଁରେ ଏହି ୫୦ ହଜାର … Continue reading ୬ଟି ରାଜ୍ୟର ୧୧୬ ଜିଲ୍ଲା ପାଇଁ ୫୦ ହଜାର କୋଟି ଟଙ୍କାର ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ