ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା

ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଫେରିଥିବା ୪୨ଜଣ … Continue reading ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା