ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୪୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚି ଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି । ଏଯାବତ ରାଜ୍ୟରେ ୩୭୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ବି ୧୫୬୨ଟି ସକ୍ରିୟ ମାମଲା ରହିଛି। ଚିହ୍ନଟ ହୋଇଥିବା … Continue reading ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ