ପାରାଦୀପରେ ପ୍ରଡକ୍ଟ ଆପ୍ଲିକେସନ ଓ ଡେଭଲପ ସେଣ୍ଟରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପାରାଦୀପ: ପାରାଦୀପରେ ଇଣ୍ଡିଆନ ଅଏଲ ଦ୍ୱାରା ଏହାର ବିଶୋଧନାଗାର ଓ ପେଟ୍ରୋକେମିକାଲ କଂପ୍ଲେକସ ସହ ୪୩ କୋଟି ଟଙ୍କାର ଏକ ପ୍ରଡକ୍ଟ ଆପ୍ଲିକେସନ ଓ ଡେଭଲପ ସେଣ୍ଟର, ପିଏଡିସି ପ୍ରତିଷ୍ଠା ହୋଇଛି । ଏହାକୁ ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭର୍ଚୁଆଲ ପ୍ଲାଟଫର୍ମ ଜରିଆରେ ଉଦଘାଟନ କରିଛନ୍ତି । ୫ ଏକର ଜମି ଓ ୩ ହଜାର ୩୩୪ ବର୍ଗମିଟର ବିଶିଷ୍ଟ କ୍ଷେତ୍ରରେ … Continue reading ପାରାଦୀପରେ ପ୍ରଡକ୍ଟ ଆପ୍ଲିକେସନ ଓ ଡେଭଲପ ସେଣ୍ଟରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ