ପୁଣି ରାଜ୍ୟରେ ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୭୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। … Continue reading ପୁଣି ରାଜ୍ୟରେ ୨୧୦ଜଣ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି