ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ … Continue reading ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ:ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି