ଆସନ୍ତା ୪ ଦିନ ସାରାରାଜ୍ୟରେ ବର୍ଷା

ଭୁବନେଶ୍ବର : ଗତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ଆସନ୍ତା ୪ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା … Continue reading ଆସନ୍ତା ୪ ଦିନ ସାରାରାଜ୍ୟରେ ବର୍ଷା