ମହାବାହୁଙ୍କ ଇଚ୍ଛାରେ ସରିଲା ବାହୁଡ଼ାଯାତ୍ରା: ସୁନାବେଶକୁ ଅପେକ୍ଷା

ପୁରୀ: ସେ ଚାହିଁଲେ ବୋଲି ଘୋଷଯାତ୍ରା ହେଲା, ସେ ଚାହିଁଲେ ବୋଲି ବାହୁଡ଼ାଯାତ୍ରା ବି ସୁରୁଖୁରୁରେ ସରିଲା। ଜନ୍ମବେଦୀରେ ସବୁ ଲୀଳାଖେଳା ସାରି ଆଜି ନୀଳକନ୍ଦର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି ମହାବାହୁ। ମହାମାରୀ ଭଳି ପ୍ରତିକୂଳ ସମୟରେ ସାରା ବିଶ୍ୱକୁ ଦର୍ଶନ ଦେଇ ବାହୁଡ଼ିଛନ୍ତି ଚତୁର୍ଦ୍ଦା ମୂରତୀ। କୋଭିଡ୍ କଟକଣା ସତ୍ତ୍ୱେ ଶୃଙ୍ଖଳିତ ନୀତିକାନ୍ତି ଏବଂ ଅନୁକୂଳ ପାଗ ଯୋଗୁଁ ଆଜି ନିର୍ଦ୍ଧାରିତ ସମୟ ପୂର୍ବରୁ ସିଂହଦ୍ୱାର ସମ୍ମୁଖରେ ଲାଗିଛି … Continue reading ମହାବାହୁଙ୍କ ଇଚ୍ଛାରେ ସରିଲା ବାହୁଡ଼ାଯାତ୍ରା: ସୁନାବେଶକୁ ଅପେକ୍ଷା