ଆଜି ରାଜ୍ୟରେ ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୪୦ଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୫୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ … Continue reading ଆଜି ରାଜ୍ୟରେ ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି