୧୫ ବିଜେଡି ନେତାଙ୍କୁ ନୂଆ ପଦବୀ : ରାଜ୍ୟରେ ବିଭିନ୍ନ ସଂଗଠନର ଦାଇତ୍ୱ ସମ୍ଭାଳିବେ

ଭୁବନେଶ୍ୱର: ୧୫ ବିଜେଡି ନେତାଙ୍କୁ ଦଳର ବରିଷ୍ଠ ସାଧାରଣ ସଂପାଦକ ଦାୟିତ୍ୱ। ବିଜେଡି ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ୧୫ଜଣ ବରିଷ୍ଠ ସାଧାରଣ ସମ୍ପାଦକ ପଦବୀରେ ଆସୀନ କରାଯିବା ସହ ବିଭିନ୍ନ କ୍ଷେତ୍ର(ୱିଙ୍ଗ)ର ଇନଚାର୍ଜ ମଧ୍ୟ କରାଯାଇଛି। ତେବେ ସର୍ବଭାରତୀୟ ସ୍ତରରେ ବିଜେଡି ପ୍ରଥମ ଦଳ ଭାବେ ନିଜର ଦଳୀୟ ନେତାମାନଙ୍କୁ ସନ୍ତୁଷ୍ଟ କରିବାକୁ ଏଭଳି ୱିଙ୍ଗର ଇନଚାର୍ଜ ଦାୟିତ୍ୱ ଦେଇଛି। ଯେଉଁ ନେତାମାନଙ୍କୁ ଆଜି ବରିଷ୍ଠ ସାଧାରଣ … Continue reading ୧୫ ବିଜେଡି ନେତାଙ୍କୁ ନୂଆ ପଦବୀ : ରାଜ୍ୟରେ ବିଭିନ୍ନ ସଂଗଠନର ଦାଇତ୍ୱ ସମ୍ଭାଳିବେ