ଆମେରିକାର ଚେତାବନୀ : ଖୁବଶୀଘ୍ର ଚୀନ୍‌ ଉପରେ କାର୍ଯ୍ୟାନୁଷ୍ଠାନ

ୱାଶିଂଟନ: ଖୁବ ଶୀଘ୍ର ଚୀନ୍‌ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ଚୀନ୍‌ ଉପରେ କେଉଁ ଧରଣର କାର୍ଯ୍ୟାନୁଷ୍ଠାନ ହେବ ତାହା ସ୍ପଷ୍ଟ କରାଯାଇନାହିଁ। କୋଭିଡ-୧୯ ବ୍ୟାପିବା ପରଠାରୁ ଆମେରିକା ଓ ଚୀନ୍‌ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ଚୀନ୍‌ ସମଗ୍ର ବିଶ୍ବରେ କରୋନା ଭୂତାଣୁ ସଂକ୍ରମିତ କରିଛି ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ବାରମ୍ବାର କହି ଆସୁଛନ୍ତି। … Continue reading ଆମେରିକାର ଚେତାବନୀ : ଖୁବଶୀଘ୍ର ଚୀନ୍‌ ଉପରେ କାର୍ଯ୍ୟାନୁଷ୍ଠାନ