କଟକରୁ ଆଉ ୫୦ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଆଜି ଆଉ ୫୦ କରୋନା ଆକ୍ରାନ୍ତ ଚିହ୍ନଟ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ୫୦ ଆକ୍ରାନ୍ତ ଚିହ୍ନଟ ସୂଚନା ମିଳିଛି। ୫୦ ଆକ୍ରାନ୍ତଙ୍କ ମଧ୍ୟରୁ ଏସସିବିରେ ୧୩ ସଂକ୍ରମିତ ସୂଚନା। ବଡ଼ମ୍ବାରୁ ୩୩ ଓ ସିଏମସିରୁ ଆଉ ୨ ଆକ୍ରାନ୍ତ ଚିହ୍ନଟ। ନିଶ୍ଚିନ୍ତକୋଇଲି ଓ ଅଡ଼ଶପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବଡ଼ମ୍ବାରୁ ଆଉ ୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮ଟି ପଞ୍ଚାୟତରୁ … Continue reading କଟକରୁ ଆଉ ୫୦ କରୋନା ପଜିଟିଭ ଚିହ୍ନଟ