୨୧ ଜିଲ୍ଲାରୁ ଆଉ ୫୯୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ଓଡ଼ିଶାରେ ୧୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ଭୁବନେଶ୍ବର: ଆଜି ରାଜ୍ୟରେ ୫୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ … Continue reading ୨୧ ଜିଲ୍ଲାରୁ ଆଉ ୫୯୫ କରୋନା ଆକ୍ରାନ୍ତ‌ ଚିହ୍ନଟ