ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ, ସୋନପୁର, ସମ୍ବଲପୁର, … Continue reading ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା