ବଦଳିବେ କି ପିସିସି ସଭାପତି? ରେସ୍‌ରେ ୧୩ ଜଣଙ୍କ ନାଁ !

ଭୁବନେଶ୍ୱର: ବଦଳିବେ କି ରାଜ୍ୟ କଗ୍ରେସର ମଙ୍ଗୁଆଳ? ଓଡ଼ିଶାରେ ପିସିସି ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ୧୩ ଜଣ ନେତା ପିପିସି ସଭାପତି ରେସରେ ଥିବା କହିଛନ୍ତି ବିଧାୟକ ସୁରେଶ ରାଉତରାୟ। ନରସିଂହ ମିଶ୍ର, ଶରତ ରାଉତ, ଭକ୍ତ ଚରଣ ଦାସ, ପ୍ରଦୀପ ମାଝୀଙ୍କ ନାଁ ସଭାପତି ରେସ ଆଗରେ ରହିଛି। ଜଣେ ଯୁବ ନେତାଙ୍କୁ ଦାୟିତ୍ୱ ଦେଲେ କଂଗ୍ରେସ ସ୍ଥିତି ସୁଧୁରିବ ବୋଲି ସୁର ପ୍ରତିକ୍ରିୟା … Continue reading ବଦଳିବେ କି ପିସିସି ସଭାପତି? ରେସ୍‌ରେ ୧୩ ଜଣଙ୍କ ନାଁ !