ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ସତ୍ୟଜିତ ମହାନ୍ତି ଅଗ୍ନିଶମ ଓ ହୋମଗାର୍ଡ ଡିଜି,ଉମାଶଙ୍କର ଦାଶ ଭୁବନେଶ୍ୱରର ନୂଆ ଡିସିପି ଭୁବନେଶ୍ୱର: ଆଜି ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। କଟକ ଡିସିପି ଦାୟିତ୍ବରେ ଥିବା ଅଖିଳେଶ୍ବର ସିଂହଙ୍କୁ ପୁରୀ ଏସପି ବଦଳି କରାଯାଇ ତାଙ୍କ ସ୍ଥାନରେ କନ୍ଧମାଳ ଏସପି ପ୍ରତୀକ ସିଂହଙ୍କୁ କଟକ ଡିସିପି ନିଯୁକ୍ତି ଦିଆଯାଇଛି। ଅପରପକ୍ଷରେ ପୁରୀ ଏସପି ଉମାଶଙ୍କର ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ଅବସ୍ଥାପିତ କରାଯାଇଛି। ଏସପି ଭିଜିଲାନ୍ସ … Continue reading ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ