ରାଜ୍ୟରେ ଆଉ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଉ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ। ଆଜି ରାଜ୍ୟରେ ୨୩ ଜିଲ୍ଲାରୁ ୫୪୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ହୋଇଥିବା ବେଳେ ୧୮୯ ଲୋକାଲ କଣ୍ଟାକ୍ଟ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ।କେଉଁ ଜିଲ୍ଲାରୁ କେତେ:-ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୮୭, ସୁନ୍ଦରଗଡ଼- ୫୨, … Continue reading ରାଜ୍ୟରେ ଆଉ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ