ଉଠିବ କି ଆଦିତ୍ୟ ଦାସଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ? ପତ୍ନୀଙ୍କୁ ହୋଇପାରେ ଜେରା

ଭୁବନେଶ୍ୱର: ରହସ୍ୟ ଘେର ଭିତରେ ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। ଏହି ଘଟଣାରେ ପୋଲିସ୍‌ ତଦନ୍ତକୁ ଜୋରଦାର କରିଛି। ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁ ଦୀପୁଙ୍କୁ ଆଜି ଜିଆରପି ଜେରା କରିଛି‌। ଆସନ୍ତାକାଲି ଆଦିତ୍ୟଙ୍କ ପତ୍ନୀଙ୍କୁ ଜେରା କରିପାରେ ଜିଆରପି। ଏହା ପୂର୍ବରୁ ପପୁ, ବିକାଶ, ପ୍ରୀତମଙ୍କୁ ଜେରା କରି ସାରିଛି ଜିଆରପି‌। ଏଥିସହ ସେ ରହୁଥିବା ଭଡ଼ା ଘରର ମାଲିକଙ୍କୁ ମଧ୍ୟ ଜେରା କରି … Continue reading ଉଠିବ କି ଆଦିତ୍ୟ ଦାସଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ? ପତ୍ନୀଙ୍କୁ ହୋଇପାରେ ଜେରା