ଆବେଦନକୁ ସଂଶୋଧନ କରିବାକୁ ଶୁଣାଣି ସ୍ଥଗିତ ରଖିଲେ ବିଚାରପତି: ଆସନ୍ତାକାଲି ହେବ ଶୁଣାଣି

ନୂଆଦିଲ୍ଲୀ: ରାଜସ୍ଥାନର ବିଦ୍ରୋହୀ କଂଗ୍ରେସ ଉପମୁଖ୍ୟମନ୍ତ୍ରୀ ସଚିନ୍‌ ପାଇଲଟଙ୍କ ସମେତ ୧୮ ଜଣ କଂଗ୍ରେସ ବିଧାୟକଙ୍କୁ ଅଯୋଗ୍ୟ ଘଷୋଣା କରି ବିଧାନସଭା ବାଚସ୍ପତି ସି. ପି. ଯୋଶୀ ଜାରି କରିଥିବା ନୋଟିସକୁ ବିରୋଧ କରି ପାଇଲଟଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି ରାଜସ୍ଥାନ ହାଇକୋର୍ଟ। ଏହି ୧୮ ଜଣ ବିଧାୟକ ସଚିନଙ୍କୁ ସମର୍ଥନ କରୁଥିଲେ। ଆଜି ଅପରାହ୍ନ ୩ଟା ବେଳେ ରାଜସ୍ଥାନ ହାଇକୋର୍ଟରେ ଏହି … Continue reading ଆବେଦନକୁ ସଂଶୋଧନ କରିବାକୁ ଶୁଣାଣି ସ୍ଥଗିତ ରଖିଲେ ବିଚାରପତି: ଆସନ୍ତାକାଲି ହେବ ଶୁଣାଣି