ପ୍ରଦୀପ ମାଝୀଙ୍କ ଟାର୍ଗେଟରେ ଗାନ୍ଧୀ ପରିବାର: ଜବାବ ରଖିଲେ ସୁର ଓ ତାରା

ଭୁବନେଶ୍ୱର : ରାଜସ୍ଥାନରେ ରାଜନୈତିକ ଅସ୍ଥିରତା ପାଇଁ ସୋନିଆ ଓ ରାହୁଲ ହିଁ ଦାୟୀ। ଗଣମାଧ୍ୟମକୁ ଏଭଳି ବିସ୍ଫୋରକ ପ୍ରତିକ୍ରିୟା ଦେଇଥିଲେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ଏବେ ଏହାକୁ ନେଇ ରାଜନୀତିକ ମହଲ ସରଗରମ ହୋଇଛି। ସେ କହିଛନ୍ତି ଯେ, ଯେଉଁମାନେ ଦଳର ସଭାପତି ଦାୟିତ୍ୱରେ ଥିଲେ ଓ ଅଛନ୍ତି। ସେମାନେ ହିଁ ବର୍ତ୍ତମାନର ସ୍ଥିତି ପାଇଁ ଦାୟୀ। ତେବେ ରାହୁଲଙ୍କ ନିକଟ ଲୋକ କୁହାଯାଉଥିବା ପ୍ରଦୀପ ମାଝୀ … Continue reading ପ୍ରଦୀପ ମାଝୀଙ୍କ ଟାର୍ଗେଟରେ ଗାନ୍ଧୀ ପରିବାର: ଜବାବ ରଖିଲେ ସୁର ଓ ତାରା