ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରେ ୭୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୭୧୮ ଜଣଙ୍କ ମଧ୍ୟରୁ ୪୭୯ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୪ଟି ଜିଲ୍ଲାରୁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭୧୮ ଜଣ ନୂଆ କରୋନା … Continue reading ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା