ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ: ଆଜି ୬ ସଂକ୍ରମିତଙ୍କର ମୃତ୍ୟୁ

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଲା ଭୁବନେଶ୍ବର: ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ରେ ପହଞ୍ଚିଛି। ଉପରୋକ୍ତ ୬ମୃତକଙ୍କ ମଧ୍ୟରୁ ୫ ଗଞ୍ଜାମ ଜିଲ୍ଲାର ଓ ଗଜପତିରୁ ଜଣେ ଆକ୍ରାନ୍ତ ଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅଧିକ ତଥ୍ୟ ପ୍ରଦାନ … Continue reading ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ: ଆଜି ୬ ସଂକ୍ରମିତଙ୍କର ମୃତ୍ୟୁ