ପରଲୋକରେ ବିଜୟ : ଏକ ଯୁଗର ଅବସାନ

ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ,ଓଡିଶା ପାଇଁ ଅପୂରଣୀୟ କ୍ଷତି ଭୁବନେଶ୍ୱର : ଗତ କିଛି ମାସ ଧରି ଅସୁସ୍ଥ ଥିବା ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ତାଙ୍କର ପରଲୋକ ସହ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ଘଟିଛି। ଓଡ଼ିଆ ଚଳଚ୍ଚିତ୍ରକୁ ପ୍ରତିଷ୍ଠିତ କରିବାରେ ତାଙ୍କ ଉଲ୍ଲେଖନୀୟ ଅବଦାନ ଥିଲା । ଆଜି ସଂଧ୍ୟାରେ … Continue reading ପରଲୋକରେ ବିଜୟ : ଏକ ଯୁଗର ଅବସାନ