ଭୁବନେଶ୍ୱରରୁ ପୁଣି ୧୨୬ କରୋନା ପଜିଟିଭ ଚିହ୍ନଟ: ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୪୬୯

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଗତ ମାର୍ଚ୍ଚ ୧୫ ତାରିଖରେ ବିଦେଶ ଫେରନ୍ତା ଜଣେ ଯୁବକ ପ୍ରଥମ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଥିଲେ। ଏପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୪୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୫ ଜଣ ସୁସ୍ଥ … Continue reading ଭୁବନେଶ୍ୱରରୁ ପୁଣି ୧୨୬ କରୋନା ପଜିଟିଭ ଚିହ୍ନଟ: ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୪୬୯