ଭୁବନେଶ୍ୱରରୁ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪୬ ଜଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୪ ଆକ୍ରାନ୍ତ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୫୯ ଜଣ ଲୋକାଲ କେସ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଏମସି ପକ୍ଷରୁ କୁହାଯାଇଛି ଯେ, ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ମୋଟ ୧୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ … Continue reading ଭୁବନେଶ୍ୱରରୁ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪୬ ଜଣ