ବିଶିଷ୍ଟ ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଓଡ଼ିଆ ଚିତ୍ରଶିଳ୍ପୀ ପି.କେ.ମହାନନ୍ଦିଆ ସ୍ବିଡେନ ସରକାରଙ୍କ କଳା ବିଭାଗର ପରାମର୍ଶଦାତା ନିଯୁକ୍ତ ହୋଇଛନ୍ତି। ଏହି ସଫଳତା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ସଫଳତା ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଛି। ଆଗାମୀ ଦିନରେ ସେ ଆହୁରି ଖ୍ୟାତି ଅର୍ଜନ କରନ୍ତୁ ବୋଲି କହିଛନ୍ତି।ଅନୁଗୁଳ ଜିଲ୍ଲା କନ୍ଧପଡ଼ା ଗାଁ’ରେ ଜନ୍ମ ଗ୍ରହଣ କରିଥିବା ଶ୍ରୀ ମହାନନ୍ଦିଆ ପିଲାବେଳୁ ଚିତ୍ର … Continue reading ବିଶିଷ୍ଟ ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ