ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜି ରାଜ୍ୟର ୪ ଜିଲ୍ଲା ଯଥା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା‌ର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ଦୁଇ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। … Continue reading ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା