ସିଲ ହେଲା ରବୀନ୍ଦ୍ର ମେଡିକାଲ ହଲ୍: ଜଣେ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସ୍ଥାନୀୟ ବାପୁଜୀ ନଗରସ୍ଥିତ ରବୀନ୍ଦ୍ର ମେଡିକାଲ ହଲ୍‌କୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଆଜି ସିଲ କରି ଦିଆଯାଇଛି। ଏଠାରୁ ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହା ବନ୍ଦ ରହିବ। ମେଡିକାଲ ହଲ୍‌ର ୧୩ ଜଣ କର୍ମଚାରୀ ଏବଂ ମାଲିକଙ୍କୁ ୧୪ ଦିନିଆ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। କ୍ୱାରେଣ୍ଟାଇନ ସମୟରେ … Continue reading ସିଲ ହେଲା ରବୀନ୍ଦ୍ର ମେଡିକାଲ ହଲ୍: ଜଣେ କର୍ମଚାରୀ କରୋନା ଆକ୍ରାନ୍ତ