୩ ସ୍ୱତନ୍ତ୍ର ଟ୍ରେନ ସେବା ଅଗଷ୍ଟ ୧୨ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର : ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ୍‌ (୦୨୮୬୧/୦୨୮୬୨) ସେବାକୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍‌ ଅଗଷ୍ଟ ୩ରୁ ୧୨ତାରିଖ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ରାଉରକେଲାଠାରୁ ପ୍ରତିଦିନ ସକାଳ ୫ଟା ୧୦ରେ ଛାଡ଼ିବାକୁ ଥିବା ବେଳେ ଭୁବନେଶ୍ୱରଠାରୁ ଅପରାହ୍‌ଣ ୨ଟା ୧୦ରେ ଛାଡ଼ିବ। ଉକ୍ତ ଟ୍ରେନ୍ ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଉଭୟ ଦିଗରୁ ରାଜଗାଙ୍ଗପୁର, ବାମରା, ଝାରସୁଗୁଡା, ରେଙ୍ଗାଲି, ସମ୍ବଲପୁର … Continue reading ୩ ସ୍ୱତନ୍ତ୍ର ଟ୍ରେନ ସେବା ଅଗଷ୍ଟ ୧୨ ପର୍ଯ୍ୟନ୍ତ ବୃଦ୍ଧି