କରୋନା କବଳରେ ଅମିତ ଶାହା : ଡାକ୍ତରଖାନାରେ ଭର୍ତ୍ତି

ରାମ ମନ୍ଦିର ଭୂମିପୂଜନ ଉତ୍ସବରେ ଯୋଗ ଦେଇପାରିବେନି ଶାହା ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଛନ୍ତି। ଟ୍ଵିଟରରେ ସେ ଲେଖିଛନ୍ତି ଯେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ। ଟେଷ୍ଟରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି। ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ … Continue reading କରୋନା କବଳରେ ଅମିତ ଶାହା : ଡାକ୍ତରଖାନାରେ ଭର୍ତ୍ତି