ତୈଳ ବଜାରରେ ନିଆଁ: ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ କରିବ ବିଜେଡି

ଭୁବନେଶ୍ୱର: ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ବଢ଼ି ଚାଲିଛି। ଏନେଇ କେନ୍ଦ୍ରକୁ ଟାର୍ଗେଟ୍ କରିଛି ବିଜେଡି। ଏହାର ପ୍ରତିବାଦ କରି ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛି ବିଜେଡି। ବିଜେଡିର ଯୁବ ଓ ଛାତ୍ରବାହିନୀ ପକ୍ଷରୁ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯିବ। ଲିଫଲେଟ୍ ବାଣ୍ଟି ବିଜେଡି କର୍ମୀ ଲୋକଙ୍କୁ ସଚେତନ କରାଇବେ। ଗତକାଲି ମଧ୍ୟ ବିଜେଡି ପକ୍ଷରୁ ଯାଜପୁର ଜିଲ୍ଲା ବଡଚଣାରେ … Continue reading ତୈଳ ବଜାରରେ ନିଆଁ: ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ କରିବ ବିଜେଡି