କଶ୍ମୀର ଉପରାଜ୍ୟପାଳ ଗିରୀଶ ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀର ଉପ-ରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ଆଜି ଇସ୍ତଫା ଦେଇଥିବା ଜଣାପଡ଼ିଛି। ସେ ତାଙ୍କର ଇସ୍ତଫାପତ୍ର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ନିର୍ଭରଯୋଗ୍ୟ ସୂତ୍ରରୁ ପ୍ରକାଶ। ମୁର୍ମୁଙ୍କୁ ପରବର୍ତ୍ତୀ ସିଏଜି (ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ଭାବେ ଅବସ୍ଥାପିତ କରାଯିବ ବୋଲି ଜଣାପଡ଼ିଛି। ବିଦାୟୀ ସିଏଜି ରାଜୀବ ମହର୍ଷିଙ୍କ ସ୍ଥାନରେ ଗିରିଶ ମୁର୍ମୁଙ୍କୁ ନୂଆ ସିଏଜି କରାଯାଇପାରେ। ତେବେ ରାଷ୍ଟ୍ରପତି ତାଙ୍କର ଇସ୍ତଫାକୁ ଗ୍ରହଣ … Continue reading କଶ୍ମୀର ଉପରାଜ୍ୟପାଳ ଗିରୀଶ ମୁର୍ମୁଙ୍କ ଇସ୍ତଫା