ପ୍ରାୟୋଜକରୁ ହଟିଲା ଭିଭୋ : ବିସିସିଆଇ

ନୂଆ ପ୍ରାୟୋଜକ ପାଇଁ ୨ ଦିନରେ ଟେଣ୍ଡର ମୁମ୍ବାଇ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ପ୍ରାୟୋଜନା ଦ୍ୱାୟିତ୍ୱରୁ ଚୀନ ମୋବାଇଲ କମ୍ପାନି ଭିଭୋକୁ ବାଦ ଦିଆଯାଇଥିବା ବିଷୟରେ ବିସିସିଆଇ ଔପଚାରିକ ଭାବେ ଘୋଷଣା କରିଛି। ତେବେ ଭିଭୋକୁ କେଉଁ କାରଣରୁ ହଟାଯାଇଛି ସେ ସମ୍ପର୍କରେ ବିସିସିଆଇ ପକ୍ଷରୁ କିଛି କୁହାଯାଇନାହିଁ। ନୂଆ ପ୍ରାୟୋଜକ ପାଇଁ ବିସିସିଆଇ ଆସନ୍ତା ଦୁଇ ଦିନ ମଧ୍ୟରେ ଟେଣ୍ଡର ଡାକିବ। ସୀମାରେ ଚୀନ ସେନାର … Continue reading ପ୍ରାୟୋଜକରୁ ହଟିଲା ଭିଭୋ : ବିସିସିଆଇ