ଆଜି ରାଜଧାନୀରେ ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କ ସମେତ ୧୧୮ ସଂକ୍ରମିତ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀଙ୍କ ସମେତ ଭୁବନେଶ୍ୱରରୁ ଆଜି ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୭୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କରୋନା ପଜିଟିଭଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ବେଳେ ୮ … Continue reading ଆଜି ରାଜଧାନୀରେ ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କ ସମେତ ୧୧୮ ସଂକ୍ରମିତ