କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ଭୂସ୍ଖଳନ, ୧୭ ମୃତ

ଥିରୁଅନନ୍ତପୁରମ୍ : କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ ହୋଇଛି ଏବଂ ଏଥିରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୧୬ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଆହୁରି ୫୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି। ସେମାନେ ମାଟି ତଳେ ପୋତି ହୋଇ ରହିଥିବା କୁହାଯାଉଛି। ଭୂସ୍ଖଳନ ଯୋଗୁଁ ୨୦ରୁ ଅଧିକ ଘର ମାଟିରେ ମିଶି ଯାଇଛି। ଆଜି … Continue reading କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ଭୂସ୍ଖଳନ, ୧୭ ମୃତ