ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ଶପଥ ପାଠ କରାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆଦିଲ୍ଲୀ: ଦେଶର ନୂଆ ସିଏଜି(ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ଭାବେ ଗତକାଲି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗିରୀଶଙ୍କୁ ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ। ଜମ୍ମୁ ଓ କଶ୍ମୀରର ପୂର୍ବତନ ଉପ-ରାଜ୍ୟପାଳ … Continue reading ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ