ଆସନ୍ତା ୫ଦିନ ଯାଏଁ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଉର୍ଧ୍ଵ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି … Continue reading ଆସନ୍ତା ୫ଦିନ ଯାଏଁ ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା : ସତର୍କ କଲା ପାଣିପାଗ ବିଭାଗ