୮କୋଟି କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୭,୦୦୦ କୋଟି ଟଙ୍କା ପଠାଇଲେ ମୋଦୀ

ନୂଆଦିଲ୍ଲୀ: କୋଭିଡ -୧୯ ସଙ୍କଟ ମଧ୍ୟରେ ଦେଶର କୃଷି କ୍ଷେତ୍ର ତଥା କୃଷକମାନଙ୍କୁ ସହାୟତା ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ୧ ଲକ୍ଷ କୋଟି ଟଙ୍କାର କୃଷି ଭିତ୍ତିଭୂମି ପାଣ୍ଠି ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ କିଷ‌ାନ ସମ୍ମାନ ନିଧି ଯୋଜନା ଅଧୀନରେ ଆନୁମାନିକ ୮.୫ କୋଟି ଚାଷୀଙ୍କୁ ୧୭,୦୦୦ କୋଟି ଟଙ୍କା ପଠାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଗତ ଦେଢ଼ ବର୍ଷ ମଧ୍ୟରେ … Continue reading ୮କୋଟି କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୭,୦୦୦ କୋଟି ଟଙ୍କା ପଠାଇଲେ ମୋଦୀ