ଆଜି ରାଜ୍ୟରେ ସର୍ବାଧିକ ୧୩ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ: ମୋଟ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ସର୍ବାଧିକ ୧୩ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କ ଘଟିଥିବା ବେଳେ, କୋରାପୁଟ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଏହାଛଡ଼ା … Continue reading ଆଜି ରାଜ୍ୟରେ ସର୍ବାଧିକ ୧୩ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ: ମୋଟ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି