ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପକ୍ଷେ

ଶପଥପାଠ କରାଇଲେ ସାନଭାଇ ରାଷ୍ଟ୍ରପତି ଗୋତବାୟ ରାଜ‌ପକ୍ଷେ କଲମ୍ବୋ: ଜାତୀୟ ରାଜଧାନୀ କଲମ୍ବୋର ଉପନଗରୀ କେଲାନିୟାରେ ଥିବା ରାଜମାହା ବିହାରାୟ ନାମକ ଏକ ବୌଦ୍ଧ ମନ୍ଦିରରେ ରବିବାର ଦିନ ଚତୁର୍ଥ ଥର ମହିନ୍ଦା ରାଜପକ୍ଷେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ଜନତାଙ୍କ ସେବା ନିମନ୍ତେ ପୁଣି ଥରେ ସୁଯୋଗ ଦିଆଯାଇଥିବାରୁ ମୁଁ ବାଧିତ। ଶ୍ରୀଲଙ୍କାବାସୀଙ୍କ ବିଶ୍ୱାସ ମତେ ମୋ ଦେଶର ସେବା … Continue reading ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପକ୍ଷେ