ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ତଥା ବରିଷ୍ଠ ଓଏଏସ୍‌ ଅଫିସର ବିଭୁପ୍ରସାଦ ଷଡ଼ଙ୍ଗୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ତାଙ୍କୁ ଆୟୁଷ ନିର୍ଦ୍ଦେଶକ ପଦରୁ ନିଲମ୍ବିତ କରାଯାଇଥଲା। ବିଭୁପ୍ରସାଦ ତାଙ୍କ ଅଫିସ୍‌ରେ ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେଇଛନ୍ତି ବୋଲି ଅଭିଯୋଗ ଆସିବା ପରେ ଭୁବନେଶ୍ବର ମହିଳା ଥାନାରୋ ତାଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଥିଲା। ଷଡ଼ଙ୍ଗୀଙ୍କୁ ଗତ ୯ ତାରିଖରେ ଗିରଫ କରାଯାଇ ୧୩ ତାରିଖ … Continue reading ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର