ଆଜି ରାଜ୍ୟରେ ସର୍ବାଧିକ ୧୯୮୧ ଜଣ ପଜିଟିଭ୍ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୧୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୨୫ ଓ ସ୍ଥାନୀୟ ଅଞ୍ଚଳରୁ ୭୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ … Continue reading ଆଜି ରାଜ୍ୟରେ ସର୍ବାଧିକ ୧୯୮୧ ଜଣ ପଜିଟିଭ୍ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩କୁ ବୃଦ୍ଧି