ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ୭୪ତମ ସ୍ବାଧୀନତା ଦିବସ ଅବସରରେ ଜାତୀୟ ରାଜଧାନୀ ନୂଆଦିଲ୍ଲୀର ଲାଲକିଲ୍ଲାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଉତ୍ସବରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ ଯୋଗ ଦେଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ଆଜି ହେଉଛି ସେହି ଦିନ ଯେତେବେଳେ ଆମେ ଦେଶର ସେବା କରୁଥିବା ପ୍ରତିରକ୍ଷା ବାହିନୀ, ପୁଲିସ୍ ଫୋର୍ସ, … Continue reading ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ