୪୫ ସଚିବ, ୪୧ ଯୁଗ୍ମ ସଚିବଙ୍କୁ ନିଯୁକ୍ତ କରିବା ସହ ଦାୟିତ୍ୱ ଆବଣ୍ଟନ କଲେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ଆଜି ବିଭିନ୍ନ କ୍ଷେତ୍ର ପାଇଁ ୪୫ ଜଣ ସଚିବ ଓ ୪୧ ଜଣଙ୍କୁ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରାଯାଇଛି। ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସବୁ ନୂଆ ଦଳୀୟ କର୍ମକର୍ତ୍ତାମାନଙ୍କୁ ନିଯୁକ୍ତ କରିଛନ୍ତି। କିଶୋର ତରାଇ ଓ ସଂଘମିତ୍ରା ଦଳେଇ ଅନୁସୂଚୀତ ଜାତି ବିକାଶ ଦାୟିତ୍ୱ ଦିଆଯାଇଥିବାବେଳେ ଅନୁଭବ ପଟ୍ଟନାୟକ, କେ.ଶାନ୍ତି ଓ ବିଷ୍ଣପ୍ରିୟା ଦାସଙ୍କୁ … Continue reading ୪୫ ସଚିବ, ୪୧ ଯୁଗ୍ମ ସଚିବଙ୍କୁ ନିଯୁକ୍ତ କରିବା ସହ ଦାୟିତ୍ୱ ଆବଣ୍ଟନ କଲେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ